Odia News Portal

ଆଜି ପୁଣି ୧୨୩୬ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର : ରାଜ୍ୟରେ ଆଜି ୧୨୩୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ୪୬୧, ଗଞ୍ଜାମରୁ ୧୮୨, ରାୟଗଡ଼ାରୁ ୮୩, କନ୍ଧମାଳରୁ ୭୪, ମାଲକାନଗିରିରୁ ୫୧, ଅନୁଗୁଳରୁ ୩୯, କୋରାପୁଟରୁ ୩୬, ବାଲେଶ୍ୱରରୁ ୩୫, ବରଗଡ଼ରୁ ୩୪, ଜଗତସିଂହପୁରରୁ ୩୨, ସୁନ୍ଦରଗଡ଼ରୁ ୩୨, ଭଦ୍ରକରୁ ୩୧, ଯାଜପୁରରୁ ୨୯,

ଗଜପତିରୁ ୨୮, ମୟୁରଭଂଜରୁ ୨୩, ନବରଙ୍ଗପୁରରୁ ୧୫, ପୁରୀରୁ ୧୪, କେନ୍ଦ୍ରାପଡ଼ାରୁ ୧୦, ବୌଦ୍ଧରୁ ୯, ଝାରସୁଗୁଡ଼ାରୁ ୮, ନୟାଗଡ଼ରୁ ୬, କଟକରୁ ୩ ଓ କେନ୍ଦ୍ରାପଡ଼ାରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାପରେ ରାଜ୍ୟରେ କରୋନା ସୁସ୍ଥଙ୍କ ସଂଖ୍ୟା ୩୩୦୨୦କୁ ବୃଦ୍ଧି ପାଇଛି ।