Odia News Portal

ମହାନଦୀରୁ ଅଭିନେତା ମିହିର ଦାସଙ୍କ ବୋହୂ ଉଦ୍ଧାର

କଟକ() କଟକ ମହାନଦୀରୁ ଓଲିଉଡ ଅଭିନେତା ଅମ୍ଳାନଙ୍କ ପତ୍ନୀ ତଥା ମିହିର ଦାସଙ୍କ ବୋହୂଙ୍କୁ ଉଦ୍ଧାର କରାଯାଇଛି । ମଧୁସୂଦନ ସେତୁ ନିକଟରୁ ସ୍ଥାନୀୟ ଲୋକ ଓ ପୋଲିସ ଦ୍ୱାରା ତାଙ୍କୁ ଉଦ୍ଧାର କରାଯାଇଛି । ତେବେ ନଦୀରେ ପୂଜା ସାମଗ୍ରୀ ବିସର୍ଜନ ବେଳେ ଖସିପଡିଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି । ଉଦ୍ଧାର ପରେ ସିଡିଏ ଫେଜ୍-୨ ଥାନାରେ ପହଞ୍ଚିଛନ୍ତି ଅମ୍ଲାନ ଓ ତାଙ୍କ ପତ୍ନୀ । ତେବେ ଏହା ଦୁର୍ଘଟଣା ନା ଅନ୍ୟ କିଛି, ତାହାର କାରଣ ଜାଣିବା ପାଇଁ ପୋଲିସ ତଦନ୍ତ କରୁଛି ।