Odia News Portal

୧୬ଟି ପ୍ରସ୍ତାବରେ ରାଜ୍ୟ କ୍ୟାବିନେଟର ମୋହର

ଭୁବନେଶ୍ୱର: ୧୬ଟି ପ୍ରସ୍ତାବକୁ ମିଳିଛି ରାଜ୍ୟ କ୍ୟାବିନେଟ୍ ମୋହର । କ୍ରୀଡ଼ା ଏବଂ ଯୁବ ସେବା, ଜଳ ସମ୍ପଦ, ଅର୍ଥ, ସାଧାରଣ ପ୍ରଶାସନ ଏବଂ ଜନ ଅଭିଯୋଗ, ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ, ଗୃହ, ଶ୍ରମବିଭାଗର ପ୍ରସ୍ତାବକୁ ମଧ୍ୟ ଅନୁମୋଦନ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟରେ ମଞ୍ଜୁରୀ ଦିଆଯାଇଛି ।