Odia News Portal

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ସାଂସଦ ଅପରାଜିତା

ଭୁବନେଶ୍ୱର ସାଂସଦ ତଥା ରାଷ୍ଟ୍ରୀୟ ପ୍ରବକ୍ତା ଅପରାଜିତା ଷଡ଼ଙ୍ଗୀ ଆଜି ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରି ବିଭିନ୍ନ ଗୁରୁତ୍ୱପୂର୍ଣ ବିଷୟ ଉପସ୍ଥାପନା କଲେ l

ଏହି ଅବସରରେ ସାଂସଦ ମହୋଦୟା ନିଜର ଦ୍ୱିତୀୟ ବର୍ଷ ବାର୍ଷିକ ରିପୋର୍ଟ କାର୍ଡ ଉପସ୍ଥାପନା କରିବା ସହ ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ଆଶୀର୍ବାଦ କାମନା କରିଥିଲେ l