Odia News Portal

ପ୍ରେମିକା ପାଇଁ ଜୀବନ ଦେଲା ପ୍ରେମିକ

ପ୍ରେମିକା ପାଇଁ ଜୀବନ ଦେଲା ପ୍ରେମିକ। ଭୁବନେଶ୍ୱର ନନ୍ଦନବିହାର ଅଞ୍ଚଳରେ ଘର ଭିତରୁ ଉଦ୍ଧାର ହେଲା ଝୁଲନ୍ତା ମୃତଦେହ। ଯୁବକଙ୍କୁ ନିଜ ଶୋଇବା ଘରୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରିଛି ପୋଲିସ୍।
ମୃତ ଯୁବକ ଜଣକ ହେଉଛନ୍ତି ସୌମ୍ୟ ରଞ୍ଜନ ପାଣିଗ୍ରାହୀ। ଘଟଣାସ୍ଥଳରୁ ଏକ ସୁଇସାଇଡ୍ ନୋଟ୍ ଜବତ ହୋଇଛି। ପୋଲିସ ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ କରୁଛି।