ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଚିନ୍ତାମଣିଶ୍ୱର ଓ ହଳଦୀପଡ଼ିଆ ବସ୍ତିରୁ ୩୮୫ ଗ୍ରାମ୍ ବ୍ରାଉନ୍ ସୁଗାର ଜବତ କରାଯାଇଛି। ଆଜି ଅବକାରୀ ବିଭାଗର ଅଧିକାରୀମାନେ ଚଢ଼ାଉ କରି ଏହି ବ୍ରାଉନ୍ ସୁଗାର ଜବତ କରିଛି। ଏହାର ଅନୁମାନିକ ମୂଲ୍ୟ ୩୮ ଲକ୍ଷ ଟଙ୍କାରୁ ଅଧିକ ହେବ।
Recover your password.
A password will be e-mailed to you.