Odia News Portal

ରାଜଧାନୀରେ କୋଟିଏ ଟଙ୍କାର ବ୍ରାଉନସୁଗାରର ଜବତ

ରାଜଧାନୀରୁ ପୁଣି ଜବତ ହୋଇଛି ବ୍ରାଉନସୁଗାରର । ରାଜଧାନୀ ଉପକଣ୍ଠ ଉତ୍ତରା ଛକରୁ ୯୭୮ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି । ଏହି ମାମଲାରେ ଜଣେ ନାବାଳକ ସମେତ ୫ ଜଣଙ୍କୁ ଗିରଫ କରାଯାଇଛି । ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ପ୍ରାୟ କୋଟିଏ ଟଙ୍କା ହେବ ବୋଲି କୁହାଯାଉଛି ।