କଟକର ଐତିହାସିକ ବାଲିଯାତ୍ରା ପାଇଁ ଆଜିଠାରୁ ପ୍ଲଟ୍ ନିଲାମ। ଦିନ ୧୧ଟାରୁ ୫ଟା ପର୍ଯ୍ୟନ୍ତ ପ୍ଲଟ ନିଲାମ କରାଯିବ। ଗତକାଲି ଶେଷ ହୋଇଛି ପ୍ଲଟ ପାଇଁ ପଞ୍ଜିକରଣ। ଜଣେ ବ୍ୟକ୍ତି ସର୍ବାଧିକ ୩ଟି ପ୍ଲଟ ନେଇ ପାରିବେ । ମୋଟ ୧୪ ଶହ ପ୍ଲଟ ଆବଣ୍ଟନ କରାଯିବ। ନଭେମ୍ବର ୮ରୁ ନଭେମ୍ବର ୧୬ ପର୍ଯ୍ୟନ୍ତ ଚାଲିବ ବାଲିଯାତ୍ରା ।