Odia News Portal

ଧାମନଗର ଫଳାଫଳ: ୧୨ତମ ରାଉଣ୍ଡରେ ବି ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଆଗୁଆ

ଆଗେଇ ଚାଲିଛନ୍ତି ସୂର୍ଯ୍ୟବଂଶୀ ସୂରଜ । ଚାଲିଛି ଭାଗ୍ୟ ପରୀକ୍ଷା । ଧାମନଗର ଉପନିର୍ବାଚନରେ ଫଳାଫଳ ଘୋଷଣା ଜାରି ରହିଛି । ପ୍ରଥମ ରାଉଣ୍ଡରୁ ହିଁ ଲିଡ୍‌ କରୁଛନ୍ତି ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ । ୧୨ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ୬୨୧୪ ଭୋଟରେ ଆଗୁଆ ଅଛନ୍ତି ।