Odia News Portal

ଓଲଟିଲା ଯାତ୍ରୀବାହୀ ବସ୍‌, ଅଳ୍ପକେ ବର୍ତ୍ତିଲେ ୩୫ରୁ ଉର୍ଦ୍ଧ୍ୱ ଯାତ୍ରୀ

ଆଜି ସକାଳୁ କେନ୍ଦୁଝରରୁ ତେଲକୋଇ ଯାଉଥିବା ଅମ୍ବା ନାମକ ଘରୋଇ ଯାତ୍ରି ବାହି ବସ୍ ୩୫ ରୁ ଉର୍ଦ୍ଧ ଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ କାଞ୍ଜିପାଣି ଥାନା ଅନ୍ତର୍ଗତ କୁଆଁର ନିକଟରେ ଭାରସାମ୍ୟ ହରାଇଓଲଟି ପଡ଼ିଥିଲା । ସୂଚନା ପାଇ କାଞ୍ଜିପାଣି ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ସୁରକ୍ଷିତ ଭବରେ ଯାତ୍ରୀମାନଙ୍କୁ ଉଦ୍ଧାର କରିଛି। ତେବେ କାଞ୍ଜିପାଣି ଘାଟି ଅଞ୍ଚଳ କୁଆଁରରେ ଘନ କୁହୁଡ଼ି ପାଇଁ ଏହି ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି।