Odia News Portal
Browsing Category

Latest

ସଡକ ଦୁର୍ଘଟଣା : ୧ ମୃତ

କାଉଡିଆଙ୍କ ଉପରେ ଚଢ଼ିଗଲା ନେତାଙ୍କ ଗାଡି। ଏଥିରେ ଜଣେ ଯୁବତୀଙ୍କ ମୃତ୍ୟୁ ହୋଇଥିବା ବେଳେ ତିନି ଜଣ ଅନ୍ୟ କାଉଡିଆ ଗୁରୁତର ହୋଇଛନ୍ତି।

ସଂକଳ୍ପପତ୍ରର ସମସ୍ତ ପ୍ରତିଶ୍ରୁତିକୁ ପୂରଣ କରିବା ପାଇଁ ବିଜେପି ସରକାର ପ୍ରତିଶ୍ରୁତିବଦ୍ଧ

ରାଜ୍ୟରେ ବିଜେପି ପ୍ରଥମ ଥର ପାଇଁ ଏକାକୀ ସରକାର ଗଠନ କରିଛି । ଓଡ଼ିଶାବାସୀଙ୍କ ବିଶ୍ୱାସ ଓ ଭଲ ପାଇବା ପାଇଁ ଏହା ସମ୍ଭବ ହୋଇପାରିଛି ।