Odia News Portal
Browsing Category

Slide

କମ୍ ଖର୍ଚ୍ଚରେ ଭକ୍ତଙ୍କ ପାଇଁ ରହଣୀ,ମାତ୍ର ୧୦୦ ଟଙ୍କାରେ ପୁରୀରେ ରହିପାରିବେ ଭକ୍ତ

ମାତ୍ର ଦିନ କେଇଟା ପରେ ଖୋଲିବ ଶ୍ରୀମନ୍ଦିର। ଏହାକୁ ଦୃଷ୍ଟିରେ ରଖି ସରକାର ନେଇଛନ୍ତି ଏକ ଗୁରୁତ୍ୱପୂର୍ଣ ନିଷ୍ପତି ।ଏଣିକି ମାତ୍ର ଶହେ…

ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ କୃଷିବିଲ୍କୁ ଚିରି ଫୋପାଡିଲେ କେଜ୍ରିୱାଲ

କୃଷି ଆଇନର ବିଲ୍କୁ ଚିରି ଫୋପାଡିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ | ଗୁରୁବାର ଦିନ କେନ୍ଦ୍ର ସରକାରଙ୍କ ଦ୍ୱାରା ପାରିତ…

ପ୍ରଦୀପ ପାଣିଗ୍ରାହୀଙ୍କ ପରେ ବନ୍ଧା ହେଲେ ମୁଖ୍ୟ ସହଯୋଗୀ ସର୍ବେଶ୍ୱର ରାଓ

ଠକେଇ ଅଭିଯୋଗରେ ପ୍ରଦୀପ ପାଣିଗ୍ରାହୀଙ୍କ ମୁଖ୍ୟ ସହଯୋଗୀ ସର୍ବେଶ୍ୱର ରାଓ ଗିରଫ। ଜେରା ପରେ ସର୍ବେଶ୍ୱରଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ…