Odia News Portal
Browsing Category

ରାଜ୍ୟ

ଡରାଇଲାଣି ତେଳ ଦର

ଭୁବନେଶ୍ୱର: ଦିନକୁ ଦିନ ବଢ଼ିବାରେ ଲାଗିଛି ତେଳ ଦର । ସେ ପେଟ୍ରୋଲ ଡିଜେଲ ହେଉ ବା ଖାଇବା ତେଲ । ସବୁଦର ଏବେ ମହଙ୍ଗା ହେବାରେ ଲାଗିଛି ।