Odia News Portal
Browsing Category

ରାଜ୍ୟ

ମୁଲାୟମ ସିଂହ ଯାଦବଙ୍କ ବିୟୋଗରେ ଶୋକ ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜବାଦୀ ପାର୍ଟି ପ୍ରତିଷ୍ଠାତା ଓ ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି

ଏଣିକି ରାଜଧାନୀ ରାସ୍ତାକଡରେ ବିକ୍ରୀ ହେଉଥିବା ଖାଦ୍ୟ ଉପରେ ରହିବ କଟକଣା

ଏଣିକି ରାଜଧାନୀ ଭୁବନେଶ୍ୱରରେ ରାସ୍ତାକଡରେ ବିକ୍ରୀ ହେଉଥିବା ଖାଦ୍ୟ ଉପରେ କଟକଣା ରହିବ । ରାସ୍ତାକଡରେ କିମ୍ବା ଡ୍ରେନ ଉପରେ ଆଉ ଖାଇବା

ବିଶ୍ୱ ଦକ୍ଷତା ପ୍ରତିଯୋଗିତାରେ ଓଡ଼ିଆ ପୁଅଙ୍କ କମାଲ, ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଜର୍ମାନୀର ଷ୍ଟୁଟଗାର୍ଟରେ ଆୟୋଜିତ ବିଶ୍ୱ ଦକ୍ଷତା ପ୍ରତିଯୋଗିତାର ୱ।ଟର ଟେକ୍ନୋଲୋଜିରେ ଓଡ଼ିଶାର ପ୍ରବୀଣ କୁମାର ଗିରି ରୈ।ପ୍ର ପଦକ ହାସଲ

କୁମାରୀ କନ୍ୟାମାନେ କାର୍ତ୍ତିକେୟଙ୍କ ଭଳି ସୁନ୍ଦର ଜୀବନସାଥୀ ପାଇବା ପାଇଁ କରିଥାନ୍ତି କୁମାର…

କୁମାର ପୂର୍ଣ୍ଣିମା ଓଡ଼ିଶାର ଏକ ବିଶେଷ ପର୍ବ । ଏହା କୁମାରୋତ୍ସବ ବା କୋଜାଗର ପୂର୍ଣ୍ଣିମା ନାମରେ ମଧ୍ୟ ଜଣାଶୁଣା । ଆଶ୍ୱିନ ମାସ

ଆଜି ପ୍ରବଳ ବର୍ଷିବ

ବଙ୍ଗୋପସାଗରରେ ସକ୍ରିୟ ଅଛି ଘୂର୍ଣ୍ଣିବଳୟ । ପ୍ରଭାବରେ ରାଜ୍ୟରେ ଲାଗି ରହିଛି ଝିପିଝିପି ବର୍ଷା । ଭିଜିବ ସମ୍ପୂର୍ଣ୍ଣ ଉପକୂଳ ଓଡିଶା ।