Odia News Portal

ଅର୍ଥତତ୍ତ୍ବ ଚିଟ୍‌ଫଣ୍ଡ ଠକେଇ ମାମଲା

କଟକ : ପୂର୍ବତନ ଓସିଏ ସମ୍ପାଦକ ଆଶୀର୍ବାଦ ବେହେରା ଗିରଫ । ଅର୍ଥତତ୍ତ୍ବ ଚିଟଫଣ୍ଡ ଠକେଇ ମାମଲାରେ ଆଶୀର୍ବାଦ ବେହେରାଙ୍କୁ ଗିରଫ କରିଛି ସିବିଆଇ । ପୂର୍ବରୁ ଆଶୀର୍ବାଦଙ୍କ ନାଁରେ ଚାର୍ଜସିଟ୍ ଦାଖଲ କରିଥିଲା ସିବିଆଇ ।

ଆଜି ଭୋରରୁ ଆଶୀର୍ବାଦଙ୍କ ଘରେ ରେଡ୍ କରିଥିଲା ସିବିଆଇ । ତେବେ ତାଙ୍କୁ ସିବିଆଇ ଗିରଫ କରିଥିବା ଜଣାପଡିଛି ।