Odia News Portal

ବାଲ୍ୟ ବିବାହ ଉଦ୍ୟମ ରୋକିଲା ପୁଲିସ

ମୟୂରଭଞ୍ଜ: ଉଦଳାରେ ବାଲ୍ୟ ବିବାହ ଉଦ୍ୟମ ରୋକିଲା ପୁଲିସ। ନାବାଳିକାକୁ ଉଦ୍ଧାର କରିବା ସହ ବିବାହ କରିବାକୁ ଯାଉଥିବା ବରକୁ , ପୁଲିସ ଥାନାରେ ଅଟକ ରଖିଛି।  ଆଜି ରାଢ଼ୋ ଗାଁରେ ନାବାଳିକା ସହ ଉତ୍ତର ପ୍ରଦେଶର ପ୍ରମୋଦ କୁମାର ସିଂହଙ୍କ ବାହାଘର ଆୟୋଜନ ହୋଇଥିଲା।