Odia News Portal

୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲେ ପ୍ରଶାସନ


ଗଞ୍ଜାମ ଜିଲ୍ଲା ବଡଗଡ ଧରାକୋଟ ସୀମାନ୍ତରେ ଥିବା ଗଞ୍ଜେଇ ଚାଷ ନଷ୍ଟ କଲା ପୋଲିସ ପ୍ରଶାସନ । ବଡଗଡ ଥାନା ସାବା କାରିପଲ୍ଲୀ ପାହାଡିଆ ଜଙ୍ଗଲ ଜମିରେ ଚାଷ ହୋଇଥିବା ଏକାଧୀକ ଏକର ଗଞ୍ଜେଇ ଗଛ କଟା ଅଭିଯାନ ଆରମ୍ଭ ହୋଇଛି । ଆସିକା ଏସଡିପିଓଙ୍କ ନେତୃତ୍ୱରେ ଏହି ଚଢାଉ କରାଯାଇଛି ।