Odia News Portal

ଭିଜିଲାନ୍ସ ଜାଲରେ ପଞ୍ଚାୟତ ନିର୍ବାହୀ ଅଧିକାରୀ


ଭିଜିଲାନ୍ସ ଜାଲରେ ପଞ୍ଚାୟତ ନିର୍ବାହୀ ଅଧିକାରୀ । ସମ୍ବଲପୁର ଯୁଯୁମୁରା ବ୍ଲକ ଝାଙ୍କରପାଲି ପଞ୍ଚାୟତ ନିର୍ବାହୀ ଅଚ୍ୟୁତ ନନ୍ଦ ଖୁଣ୍ଟିଆ । ଆୟ ବର୍ହିଭୂତ ସଂମ୍ପତ୍ତୀ ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ ତାଙ୍କ ଘରେ ଚଢାଉ କରିଥିଲା । ତେବେ ଭିଜିଲାନ୍ସ ପକ୍ଷରୁ ସେହିସମୟରେ ଏକକାଳୀନ ୩ଟି ସ୍ଥାନରେ ଚଡାଉ କରାଯାଇଥିଲା ।