ଜେଲ୍ ଗଲେ କେଜରିୱାଲ By Swadhikar News Last updated Apr 1, 2024 ଇଡ଼ି ରିମାଣ୍ଡ ସରିବା ପରେ ଜେଲ୍ ଗଲେ କେଜରିୱାଲ । ମଦ ଦୁର୍ନୀତି ମାମଲାରେ ଜେଲ୍ ଗଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ । ଆସନ୍ତା ୧୫ ତାରିଖ ଯାଏଁ ନ୍ୟାୟିକ ହେପାଜତରେ ରହିବେ । ଆଜି ଆସିପାରେ ବିଜେପିର ବିଧାନସଭା ପ୍ରାର୍ଥୀ ତାଲିକା l swadhikarswadhikar news Share