Odia News Portal

ବିଜେପି ଛାଡିଲେ ଭୃଗୁ ବକ୍ସିପାତ୍ର

 ବିଜେପିରୁ ଇସ୍ତଫା ଦେଲେ ଭୃଗୁ ବକ୍ସିପାତ୍ର । ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା । ରାଜ୍ୟ ସଭାପତିଙ୍କ ନିକଟକୁ ପଠାଇଲେ ଇସ୍ତଫାପତ୍ର । ୨୦୧୯ରେ ବିଜେପିର ଲୋକସଭା ପ୍ରାର୍ଥୀ ହୋଇଥିଲେ । ହେଲେ ଚଳିତ ଥର ତାଙ୍କୁ ଟିକେଟ ଦେଇନି ଦଳ । ବୋଧହୁଏ ଅସନ୍ତୋଷ ଜାହିର କରି ସେ ଦଳରୁ ଇସ୍ତଫା ଦେଇଛନ୍ତି ।