Odia News Portal

ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି

ପ୍ରକାଶ ପାଇଲା ବିଜେପି ବିଧାନସଭା ପ୍ରାର୍ଥୀ ତାଲିକା । ୧୧୨ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି ବିଜେପି । ଚାନ୍ଦବାଲିରୁ ଲଢିବେ ରାଜ୍ୟ ସଭାପତି ମନମୋହନ ସାମଲ । ସମ୍ବଲପୁରରୁ ପୁଣି ଲଢ଼ିବେ ଜୟନାରାୟଣ ମିଶ୍ର । ପାଟଣାଗଡ଼ରୁ ପ୍ରାର୍ଥୀ ହେଲେ କନକ ବର୍ଦ୍ଧନ ସିଂହଦେଓ । ଦିଗପହଣ୍ଡିରୁ ସିଦ୍ଧାନ୍ତ ମହାପାତ୍ର ।

କୋରେଇରୁ ଆକାଶ ଦାସନାୟକ । ଭବାନୀପାଟଣାରୁ ପ୍ରଦୀପ୍ତ କୁମାର ନାୟକ । ପୁରୀରୁ ଜୟନ୍ତ କୁମାର ଷଡ଼ଙ୍ଗୀ ।

ବ୍ରହ୍ମଗିରି ଉପାସନା ମହାପାତ୍ର । କଟକ ସଦରରୁ ପ୍ରକାଶ ଚନ୍ଦ୍ର ସେଠୀ । ଭୁବନେଶ୍ୱର(ଜୟଦେବ) ଅରବିନ୍ଦ ଢାଲି । ଭୁବନେଶ୍ୱର (ମଧ୍ୟ) ଜଗନ୍ନାଥ ପ୍ରଧାନ । ଭୁବନେଶ୍ୱର ଉତ୍ତର ରୁ ପ୍ରିୟଦର୍ଶୀ ମିଶ୍ର । ଚିଲିକା ରୁ ପୃର୍ଥ୍ବୀରାଜ ହରିଚନ୍ଦନ । ନୟାଗଡ଼ ରୁ ପ୍ରତ୍ୟୁଷା ରାଜେଶ୍ୱରୀ ସିଂ । ହିଞ୍ଜିଳି ରୁ ଶିଶିର ମିଶ୍ର । ଗୋପାଳପୁରରୁ ବିଭୁତି ଭୁଷଣ ଜେନା ପ୍ରମୁଖ ନିର୍ବାଚନ ମଇଦାନରେ ଲଢ଼ିବେ ।

ସେହିପରି ପଦ୍ମପୁରରୁ ଗୋବର୍ଦ୍ଧନ ଭୁଏ, ବିଜେପୁରରୁ ସନତ ଗଡ଼ତିଆ, ବରଗଡ଼ରୁ ଅଶ୍ବିନୀ ଷଡ଼ଙ୍ଗୀ, ଅତାବିରାରୁ ନିହାର ମହାନନ୍ଦ, ଭଟଲୀରୁ ଈରାଶିଷ ଆଚାର୍ଯ୍ୟ, ଝାରସୁଗୁଡ଼ାରୁ ଟଙ୍କଧର ତ୍ରିପାଠୀ, ତଳସରାରୁ ଭବାନୀଶଙ୍କର ଭୋଇ, ସୁନ୍ଦରଗଡ଼ରୁ କୁସୁମ ଟେଟେ, ବୀରମିତ୍ରପୁରରୁ ଶଙ୍କର ଓରାମ, ରଘୁନାଥପାଲୀରୁ ଦୁର୍ଗା ଚରଣ ତନ୍ତୀ । କୁଚିଣ୍ଡାରୁ ରବି ନାରାୟଣ ନାଏକ, ରେଙ୍ଗାଲିରୁ ନାଉରୀ ନାଏକ, ରାଜଗାଙ୍ଗପୁରରୁ ନରସିଂହ ମିଞ୍ଜ, ବଣାଇରୁ ସେବତୀ ନାଏକ ରେଢ଼ାଖୋଲରୁ ଦେବେନ୍ଦ୍ର ମହାପାତ୍ର, ଦେବଗଡ଼ରୁ ସୁବାସ ପାଣିଗ୍ରାହୀ ପ୍ରମୁଖ ନିର୍ବାଚନ ଲଢିବେ ।

ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ @JPNadda ଙ୍କ ଅନୁମୋଦନ କ୍ରମେ ଆଜି ଦଳର କେନ୍ଦ୍ରୀୟ ନିର୍ବାଚନ କମିଟି ଓଡ଼ିଶାର ୧୧୨ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି।

ସେହିପରି, ଭଦ୍ରକରୁ ସୀତାଂଶୁ ଶେଖର ମହାପାତ୍ର, ଧାମନଗରରୁ ସୂର୍ଯ୍ୟବଂଶୀ ସୂରଜ ବିଂଝାରପୁରୁ ବବିତା ମଲ୍ଲିକ, ବଡ଼ଚଣାରୁ ଅମର ନାୟକ, ଧର୍ମଶାଳାରୁ ସ୍ମୃତିରେଖା ପହି, ଯାଜପୁରରୁ ଗୌତମ ରାୟ, ସୁକିନ୍ଦାରୁ ପ୍ରଦୀପ ବଳସାମନ୍ତ, ଢେଙ୍କାନାଳରୁ କୃଷ୍ଣଚନ୍ଦ୍ର ପାତ୍ର, କାମାକ୍ଷାନଗରରୁ ଶତୃଘ୍ନ ଜେନା, ପରଜଙ୍ଗରୁ ବିଭୁତି ଭୂଷଣ ପ୍ରଧାନ, ପାଲଲହଡ଼ାରୁ ଅଶୋକ ମହାନ୍ତି, ତାଳଚେରରୁ କାଳିନ୍ଦୀ ସାମଲ, ଛେଣ୍ଡିପଦାରୁ ଅଗସ୍ତୀ ବେହେରା, ଆଠମଲ୍ଲିକରୁ ସଂଜୀବ ସାହୁ, ବୀରମହାରାଜପୁରରୁ ରଘୁନାଥ ଜଗଦଳା ।

ଆନନ୍ଦପୁରରୁ ଆଲୋକ ସେଠୀ, କେନ୍ଦୁଝରରୁ ମୋହନ ମାଝୀ, ଯଶୀପୁରରୁ ଗଣେଶରାମ ସିଂ ଖୁଣ୍ଟିଆ, ଉଦଳାରୁ ଭାସ୍କର ମଢ଼େଇ, ବଡ଼ସାହିରୁ ସନାତନ ବିଜୁଳି, ବାରିପଦାରୁ ପ୍ରକାଶ ସୋରେନ, ମୋରଡ଼ାରୁ କୃଷ୍ଣଚନ୍ଦ୍ର ମହାପାତ୍ର, ଜଳେଶ୍ବରରୁ ବ୍ରଜ ପ୍ରଧାନ, ବାଲେଶ୍ବରରୁ ମାନସ ଦତ୍ତ, ରେମୁଣାରୁ ଗୋବିନ୍ଦ ଦାସ, ସୋରରୁ ରାଜେନ୍ଦ୍ର ଦାସ, ସିମୁଳିଆରୁ ପଦ୍ମଲୋଚନ ପଣ୍ଡା ।

ସୋନପୁରରୁ ପ୍ରମୋଦ ମହାପାତ୍ର, ଲୋଇସିଂହାରୁ ମୁକେଶ ମହାଲିଙ୍ଗ, ବଲାଙ୍ଗିରରୁ ଗୋପାଳଜୀ ପାଣିଗ୍ରାହୀ, ଟିଟିଲାଗଡ଼ରୁ ନବୀନ ଜୈନ, କଣ୍ଟାବାଂଜିରୁ ଲକ୍ଷ୍ମଣ ବାଗ, ନୂଆପଡ଼ାରୁ ଅଭିନନ୍ଦନ ପଣ୍ଡା, ଖଡ଼ିଆଳରୁ ହିତେଶ ବଗର୍ତ୍ତୀ, ଉମରକୋଟରୁ ନିତ୍ୟାନନ୍ଦ ଗଣ୍ଡ, ନବରଙ୍ଗପୁରରୁ ଗୌରୀଶଙ୍କର ମାଝୀ, ଲାଞ୍ଜିଗଡ଼ରୁ ରମେଶ ମାଝୀ, ଜୁନାଗଡ଼ରୁ ମନୋଜ ମେହେର, ଧର୍ମଗଡ଼ରୁ ସୁଧୀର ପାଟ୍ଟଯୋଶୀ, ନର୍ଲାରୁ ଅନୀରୁଦ୍ଧ ପ୍ରଧାନ, ବାଲିଗୁଡ଼ାରୁ କଳ୍ପନା କହଁର, ଜି.ଉଦୟଗିରିରୁ ମାନଗୋବିନ୍ଦ ପ୍ରଧାନ, ଫୁଲବାଣୀରୁ ଉମାଚରଣ ମଲ୍ଲିକ, ଅନୁଗୁଳରୁ ପ୍ରାର୍ଥୀ ହେଲେ ପ୍ରତାପ ପ୍ରଧାନ