ଅଗଷ୍ଟ ୨ ତାରିଖରେ ଚାଷୀଙ୍କ ଆକାଉଣ୍ଟକୁ ଆସିବ ପିଏମ କିଷାନ ଟଙ୍କା । ବାରଣାସୀରୁ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଇବେ ପ୍ରଧାନମନ୍ତ୍ରୀ ମୋଦି । ଡିବିଟି ଜରିଆରେ ପ୍ରତି ଚାଷୀଙ୍କ ଆକାଉଣ୍ଟକୁ ଯିବ ୨ ହଜାର ଟଙ୍କା । ୯ କୋଟି ୭୦ ଲକ୍ଷ ଚାଷୀଙ୍କ ଆକାଉଣ୍ଟକୁ ଯିବ ୨୦ ହଜାର ୫ ଶହ କୋଟି ଟଙ୍କା ।
Recover your password.
A password will be e-mailed to you.