Odia News Portal

ଆଜି ସନ୍ଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ

 ଆଜି ସନ୍ଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ। ମୁଖ୍ୟମନ୍ତ୍ରୀଙ୍କ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ଏହି ବୈଠିକ। ଐତିହ୍ୟ କ୍ଷେତ୍ରର ବିକାଶ ନେଇ କ୍ୟାବିନେଟରେ ନିଆଯାଇ ପରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ।