Odia News Portal

ଓଡିଶାରେ ଓମିକ୍ରନ ଆକ୍ରାନ୍ତ

ରାଜ୍ୟରେ ଚିହ୍ନଟ ହୋଇଛନ୍ତି ଓମିକ୍ରନ ଆକ୍ରାନ୍ତ । ଦୁଇଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଭୁବନେଶ୍ୱର ସ୍ଥିତ ଆଇଏଲଏସ ପକ୍ଷରୁ ସୂଚନା ଦିଆଯାଇଛି । ଦୁଇ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ନାଇଜେରିଆ ଓ ଆଉ ଜଣେ କାତାରରୁ ଓଡିଶା ଫେରିଥିଲେ ।