Odia News Portal

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । କିଛି ସମୟ ପରେ ଖିଚିଂ ସ୍ଥିତ କିଚକେଶ୍ୱରୀ ମନ୍ଦିର ଯିବେ ।