Odia News Portal

ଓଡ଼ିଶାରେ ପ୍ରଚାର କରିବେ ହେମା ମାଳିନୀ

ସେହିପରି ୯ ତାରିଖରେ ଓଡ଼ିଶା ଆସିବେ ବିଜେପିର ଆଉ ୨ ବରିଷ୍ଠ ନେତା- କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। ପୁରୀ ଓ କୃଷ୍ଣପ୍ରସାଦ ସମାବେଶରେ ଯୋଗଦେବେ ଗଡ଼କରୀ। ସେହିପରି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ମାଲକାନଗିରି, ଚିତ୍ରକୋଣ୍ଡା ଓ ଖଲ୍ଲିକୋଟରେ ସଭା କରିବେ ବୋଲି ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।