Odia News Portal

କୋର୍ଟରେ ଗୋପାଳ ଦାସ

ଝାରସୁଗୁଡା ଏଡିଜେ କୋର୍ଟରେ ଗୋପାଳ ଦାସ ହାଜର । ନିଜସ୍ୱ ଓକିଲ ନିଯୁକ୍ତ କଲା ଗୋପାଳ ଦାସ । ମହେଶ ଜେନାଙ୍କୁ ଓକିଲ ନିଯୁକ୍ତ କଲା ଗୋପାଳ । ପୂର୍ବରୁ ସରକାରୀ ଓକିଲ ନରେଶ ନାୟକଙ୍କ ନିଯୁକ୍ତ କରିଥିଲେ କୋର୍ଟ । ପୂର୍ବ ଶୁଣାଣି ବେଳେ ଓକିଲ ନଥିବା ଗୋପାଳ କହିଥିଲା ।