Odia News Portal

ଗୁରୁବାରଠୁ ପୁରୀ-ହାୱଡା ଗଡିବ ବନ୍ଦେ ଭାରତ ଏକ୍ସପ୍ରେସ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭର୍ଚୁଆଲ ମାଧ୍ୟମରେ ଶୁଭାରମ୍ଭ କରିବେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ପୁରୀ ବିଧାୟକ ଉପସ୍ଥିତ ରହିବେ। ପୁରୀରୁ ଟ୍ରେନ ଛାଡିଲେ ଖୋର୍ଦ୍ଧା ରୋଡ, ଭୁବନେଶ୍ୱର, କଟକ, ଯାଜପୁର ରୋଡ, ଭଦ୍ରକ, ବାଲେଶ୍ୱର ଓ ଖଡଗପୁର ଷ୍ଟେଶନରେ ରହିବ। ତେବେ ଏହା ଓଡ଼ିଶାର ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସ ହେବ।