ଗ୍ୟାସ ସିଲିଣ୍ଡର ଫାଟି ଜଳିଗଲା ଘର, ତିନି ଗୁରୁତର By Swadhikar News Last updated Aug 10, 2025 ଗ୍ୟାସ ସିଲିଣ୍ଡର ଫାଟି ଜଳିଗଲା ଘର। ଏଥିରେ ତିନିଜଣ ଗୁରୁତର ହୋଇଥିବା ଜଣାଯାଇଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଅନୁଗୁଳ ଜିଲ୍ଲା ନାଲକୋ ଥାନା ଅନ୍ତର୍ଗତ କୁଲାଡ଼ ବ୍ରାହ୍ମଣୀଦେବୀ ପୀଠ ଠାରେ। ତିନି ଗରୁତରଙ୍କୁ ଭୁବନେଶ୍ୱର ଏଏମ୍ସରେ ଭର୍ତ୍ତି କରାଯାଇଛି। ସେମାନଙ୍କ ଅବସ୍ଥା ସଂକଟାପନ୍ନ ଥିବା କୁହାଯାଉଛି। swadhikarswadhikar news Share