ଛତ୍ରପୁରର ପୂର୍ବତନ ବିଧାୟକ ଆଦିକନ୍ଦ ସେଠୀଙ୍କ ପରଲୋକ ହୋଇଯାଇଛି। ରମ୍ଭା ସ୍ଥିତ ବାସଭବନରେ ତାଙ୍କର ହୃଦଘାତରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଛତ୍ରପୁର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଆଦିକନ୍ଦ ସେଠୀ ୨୦୦୯ ମସିହାରେ ନିର୍ବାଚିତ ହୋଇଥିଲେ। ତାଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକ ପ୍ରକାଶ ପାଇଛି।
Recover your password.
A password will be e-mailed to you.