Odia News Portal

ପଦ୍ମ ଧରିବେ ପ୍ରଶାନ୍ତ ଜଗଦ୍ଦେବ 

ବିଜେପିରେ ଯୋଗଦେଇପାରନ୍ତି ପ୍ରଶାନ୍ତ ଜଗଦ୍ଦେବ । ପଦ୍ମ ଧରିପାରନ୍ତି ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ଆଜି ଅପରାହ୍ଣଣରେ ବିଜେପିରେ ସାମିଲ ହେବା ନେଇ ଚର୍ଚ୍ଚା । ବିଜେଡି ତାଙ୍କୁ ପୁଣି ଥରେ ଟିକେଟ ଦେବ ନାହିଁ ବୋଲି ଜାଣିବା ପରେ ଜଗଦ୍ଦେବ ବିଜେପିରେ ସାମିଲ ହେବା ପାଇଁ ନିଷ୍ପତି କରିଥିଲେ। ହେଲେ କୌଣସି କାରଣରୁ ତାହା ସମ୍ଭବ ହୋଇପାରି ନ ଥିଲା। ସେ ବିଜେପିରେ ମିଶିବା ପରେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳିରୁ ପ୍ରାର୍ଥୀ ହେବେ ବୋଲି ଜଣାପଡିଛି।