Odia News Portal

ପୌର ନିର୍ବାଚନ ପାଇଁ ଜିଲ୍ଳା କୁ ପଠାଗଲା EVM

ପଞ୍ଚାୟତ ପରେ ପରେ ପୌର ନିର୍ବାଚନ । ପୌର ନିର୍ବାଚନ ପାଇଁ ଆଉ ପାଦ ଆଗେଇଲେ ନିର୍ବାଚନ କମିଶନ । ଜିଲ୍ଲାକୁ ପଠାଗଲା ଋଠଗ । ପ୍ରଥମ ପର୍ୟ୍ୟାୟରେ ୧୫ ଜିଲ୍ଲାକୁ ପଠାଗଲା EVM ।
ଗତକାଲି ୫ ଜିଲ୍ଲାକୁ ପଠାଯାଇଥିବା ବେଳେ ଆଜି ୧୦ ଜିଲ୍ଲାକୁ ପଠାଗଲା EVM । ରାଜ୍ୟର ୧୦୫ ପୌରାଞ୍ଚଳରେ ହେବ ନିର୍ବାଚନ । କଟକ ଭୁବନେଶ୍ୱର ଓ ବ୍ରହ୍ମପୁର ମହାନଗର ନିଗମରେ ହେବ ନିର୍ବାଚନ।