Odia News Portal

ବାଲିଯାତ୍ରା ପାଇଁ ଆଜିଠାରୁ ପ୍ଲଟ୍‌ ନିଲାମ।

କଟକର ଐତିହାସିକ ବାଲିଯାତ୍ରା ପାଇଁ ଆଜିଠାରୁ ପ୍ଲଟ୍‌ ନିଲାମ। ଦିନ ୧୧ଟାରୁ ୫ଟା ପର୍ଯ୍ୟନ୍ତ ପ୍ଲଟ ନିଲାମ କରାଯିବ। ଗତକାଲି ଶେଷ ହୋଇଛି ପ୍ଲଟ ପାଇଁ ପଞ୍ଜିକରଣ। ଜଣେ ବ୍ୟକ୍ତି ସର୍ବାଧିକ ୩ଟି ପ୍ଲଟ ନେଇ ପାରିବେ । ମୋଟ ୧୪ ଶହ ପ୍ଲଟ ଆବଣ୍ଟନ କରାଯିବ। ନଭେମ୍ବର ୮ରୁ ନଭେମ୍ବର ୧୬ ପର୍ଯ୍ୟନ୍ତ ଚାଲିବ ବାଲିଯାତ୍ରା ।