Odia News Portal

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ପ୍ରଭାସ ସିଂହ

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ପ୍ରଭାସ ସିଂହ । ପୂର୍ବତନ ସାଂସଦ ତଥା ବରଗଡ଼ ଜିଲ୍ଲା ବିଜେଡି ସଭାପତି ଥିଲେ ପ୍ରଭାସ । ନବୀନ ନିବାସ ଆସି ସେ ତାଙ୍କ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି ।

୨୦୧୪ରୁ ୧୯ ପର୍ଯ୍ୟନ୍ତ ବରଗଡ଼ ସାଂସଦ ଥିଲେ ପ୍ରଭାସ ସିଂହ । ଏଥର ଟିକେଟ୍ ଆଶାୟୀ ଥିଲେ । ଦଳ ବରଗଡରୁ ପରିଣିତା ମିଶ୍ରଙ୍କୁ ଟିକେଟ୍ ଦେଇଛି ।

ଯେଉଁଥି ପାଇଁ ସେ ଇସ୍ତଫା ଦେଇଥିବା ନେଇ ଚର୍ଚ୍ଚା ହେଉଛି ।ବିଜେଡିର ମିଶ୍ରଣ ପର୍ବ : ବିଜେପି ଓ କଂଗ୍ରେସ ଛାଡି ବିଜେଡିରେ ସାମିଲ ହେଲେ ଯୁବନେତା