Odia News Portal

ବିଜେଡିର ତୃତୀୟ ପର୍ଯ୍ୟାୟ ଲୋକସଭା ପ୍ରାର୍ଥୀ ତାଲିକା ଘୋଷଣା

ବିଜୁ ଜନତା ଦଳ ତୃତୀୟ ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟାରେ ଏହି ଟିକେଟ୍‌ ଘୋଷଣା କରିଛନ୍ତି।
୧)ବଲାଙ୍ଗିର- ସୁରେନ୍ଦ୍ର ସିଂ ଭୋଇ
୨) ଭଦ୍ରକ- ମଞ୍ଜୁୁଲତା ମଣ୍ଡଳ
୩)ବରଗଡ-ପରିଣୀତା ମିଶ୍ର
୪)ବ୍ରହ୍ମପୁର-ଭୃଗୁ ବକ୍ସିପାତ୍ର
୫)କେନ୍ଦୁଝର-ଧନୁର୍ଜନ ସିଦ୍ଧୁ