Odia News Portal

ଭୁବନେଶ୍ୱରରେ ରାଷ୍ଟ୍ରପତି

ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁ । ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱରରେ ପହଞ୍ଚିଲେ । ବିମାନ ବନ୍ଦରରୁ ସିଧାସଳଖ ଏମ୍ସର ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି । ସମାବର୍ତ୍ତନ ଉତ୍ସବରେ ଯୋଗଦେବା ପାଇଁ କାର୍‌କେଡ୍‌ ବାହାରି ସାରିଛି । ସାଙ୍ଗରେ ଅଛନ୍ତି ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବ ଅଛନ୍ତି । ପୋଲିସ ଡିଜି ମଧ୍ୟ ଅଛନ୍ତି ।