ରାଜ୍ୟର ପ୍ରତି ଭାଗବତ ଟୁଙ୍ଗିକୁ ମିଳିବ ୫୦ ହଜାର ଟଙ୍କା । ରାଜ୍ୟରେ ଥିବା ୭୨୦୦ ଭାଗବତ ଟୁଙ୍ଗି ପାଇବେ ସହାୟତା । ଆମ ରାଜ୍ୟରେ ଥିବା ୭,୨୦୦ଟି ଭାଗବତ ଟୁଙ୍ଗି ଗୁଡିକୁ ଅଧିକ କ୍ରିୟାଶୀଳ କରିବା ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତି ଭାଗବତ ଟୁଙ୍ଗି ପାଇଁ ୫୦ ହଜାର ଟଙ୍କା ଲେଖାଏଁ ମଞ୍ଜୁର କରିଛନ୍ତି।