Odia News Portal

ଯନ୍ତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ

ସରକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ । ଜଳ ସଂପଦ ବିଭାଗ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ରଞ୍ଜିତ କାର୍ଜି । ମୁଖିଗୁଡ ସ୍ଥିତ କ୍ୱାଟର୍ସରେ ମୃତଦେହ ଉଦ୍ଧାର କଲା ଜୟପାଟଣା ପୋଲିସ । ଇନ୍ଦ୍ରାବତୀ ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ରଞ୍ଜିତ କାର୍ଜି ।