ରାଜ୍ୟରେ ସମୁଦାୟ ୫୩ ହଜାର ଶିକ୍ଷକ ନିଯୁକ୍ତି ହେବେ । ସେଥିମଧ୍ୟରୁ ୨୦୨୬ଜଣଙ୍କ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଛି । ଏନେଇ ଗୃହରେ ବିଦ୍ୟାଳୟ ଏବଂ ଗଣଶିକ୍ଷା ମନ୍ତ୍ରୀଙ୍କ ଉତ୍ତର । ୨୦୬୪ କିରାଣି ନିଯୁକ୍ତି ପାଇଁ ମଧ୍ୟ ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଛି । ହାଇସ୍କୁଲରେ ଅତିରିକ୍ତ ଶ୍ରେଣୀଗୃହ ପାଇଁ ୨୮୦ କୋଟିର ବଜେଟ୍ ପ୍ଲାନ ହୋଇଛି ବୋଲି ବିଧାନସଭାରେ ପ୍ରସଙ୍ଗ ଉଠିଛି ।
