Odia News Portal

ହୋଟେଲରେ ଚାଲିଥିଲା ହାତୀ ଦାନ୍ତ କାରବାର; ମାଡ଼ି ବସିଲା ବନ ବିଭାଗ

ହୋଟେଲରେ ଚାଲିଥଲା ହାତୀଦାନ୍ତ କାରବାର। ବନ ବିଭାଗ ଚଢ଼ାଉ କରି ଦୁଇଟି ହାତୀ ଦାନ୍ତ ଜବତ କରିବା ସହ ୩ ଜଣଙ୍କୁ ଗିରଫ କରିଛି। ଘଟଣା ଘଟିଛି ଦେବଗଡ ବନ ଖଣ୍ଡ ଅଞ୍ଚଳରେ।

ଗିରଫ ଅଭିଯୁକ୍ତମାନେ ଦେବଗଡ଼ ଲାଲୁ ସାହିର ପ୍ରେମରାଜ ସାହୁ, ଦେବଗଡ଼ର କପଟଦାର ଓ ଦିଲ୍ଲୀର ରାଜେଶ କୁମାର। ପ୍ରେମରାଜ ସାହୁ ଗହଣା ବ୍ୟବସାୟୀ ବୋଲି ଜଣାପଡ଼ିଛି।