Odia News Portal

୨ ଗ୍ରାମବାସୀଙ୍କୁ ନିର୍ମମ ହତ୍ୟା କଲେ ମାଓବାଦୀ

ପୁଣି ମାଓବାଦୀଙ୍କ ବର୍ବର କାଣ୍ଡ। ୨ ଗ୍ରାମବାସୀଙ୍କୁ ନିର୍ମମ ହତ୍ୟା କଲେ ମାଓବାଦୀ। ଛତିଶଗଡ଼ର ବିଜାପୁରର ତର୍ରେମ ଥାନା ଛଟୁବାଇ ଓ ବଡେ ତର୍ରେମ ଗାଁରେ ମାଓବାଦୀମାନେ ଏଭଳି କାଣ୍ଡ ଭିଆଇଛନ୍ତି।

୨ ଗ୍ରାମବାସୀଙ୍କୁ ନିର୍ମମ ହତ୍ୟା କଲେ ମାଓବାଦୀ। ଛତିଶଗଡ଼ର ବିଜାପୁରର ତର୍ରେମ ଥାନା ଛଟୁବାଇ ଓ ବଡେ ତର୍ରେମ ଗାଁରେ ମାଓବାଦୀମାନେ ଏଭଳି କାଣ୍ଡ ଭିଆଇଛନ୍ତି। ଦୁଇ ମୃତକ ହେଲେ ଛୁଟବାଇ ଗାଁର ୫୦ ବର୍ଷୀୟ ଯୋଗା କୱାସୀ ଓ ବଡେ ତର୍ରେମ ଗାଁର ୫୫ ବର୍ଷୀୟ ମଙ୍ଗଲୁ କୁରସମ। ଉଭୟଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ମାଓବାଦୀ।
ଦୁଇ ମୃତକ ହେଲେ ଛୁଟବାଇ ଗାଁର ୫୦ ବର୍ଷୀୟ ଯୋଗା କୱାସୀ ଓ ବଡେ ତର୍ରେମ ଗାଁର ୫୫ ବର୍ଷୀୟ ମଙ୍ଗଲୁ କୁରସମ। ଉଭୟଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ମାଓବାଦୀ।