Odia News Portal

୨ କୋଟି ଟଙ୍କାର ବ୍ରାଉନ ସୁଗାର ଜବତ

ଭୁବନେଶ୍ୱର: ଲକଡାଉନରେ ମାତିଛନ୍ତି ନିଶା ବେପାରୀ । ବାଲେଶ୍ୱର ଜିଲ୍ଲା ବସ୍ତା ଅଞ୍ଚଳରୁ ୨କେଜି ୧୨ ଗ୍ରାମର ବ୍ରାଉନସୁଗାର ଜବତ । ଜବତ ହୋଇଥିବା ବ୍ରାଉନସୁଗାରର ମୂଲ୍ୟ ୨ କୋଟି ହେବ ବୋଲି ଅନୁମାନ କରାଯାଉଛି । ବ୍ରାଉନସୁଗାର ସହ ଜଣକୁ ଗିରଫ କରିଛି ଏସଟିଏଫ । ଏନେଇ ସୂଚନା ଦେଲେ ପୋଲିସ ଡିଜି ଅଭୟ ।