Odia News Portal

ଖାଇବାରେ ବିଷ ଦେଇ ୫ କୁକୁରଙ୍କୁ ହତ୍ୟା

କୋଲକାତା: ସମସ୍ତଙ୍କୁ ବିଚଳିତ କରିବା ଭଳି ଖବର ସାମ୍ନାକୁ ଆସିଛି। ଉତ୍ତର କୋଲକାତାରେ ଥିବା ଶୋଭାବଜାର ଅଞ୍ଚଳରୁ ଏକକାଳୀନ ୫ଟି କୁକୁର ଛୁଆଙ୍କ ମୃତଦେହ ମିଳିଛି। କୁକୁରମାନଙ୍କ ଖାଇବାରେ ବିଷ ଗୋଳାଇ ଦିଆଯାଇଥିଲା। ଫଳରେ ଏହାକୁ ଖାଇ ସେମାନେ ପ୍ରାଣ ହରାଇଥିବା ଜଣାପଡ଼ିଛି। କୋଲକାତା: ସମସ୍ତଙ୍କୁ ବିଚଳିତ କରିବା ଭଳି ଖବର ସାମ୍ନାକୁ ଆସିଛି। ଉତ୍ତର କୋଲକାତାରେ ଥିବା ଶୋଭାବଜାର ଅଞ୍ଚଳରୁ ଏକକାଳୀନ ୫ଟି କୁକୁର ଛୁଆଙ୍କ ମୃତଦେହ ମିଳିଛି। କୁକୁରମାନଙ୍କ ଖାଇବାରେ ବିଷ ଗୋଳାଇ ଦିଆଯାଇଥିଲା। ଫଳରେ ଏହାକୁ ଖାଇ ସେମାନେ ପ୍ରାଣ ହରାଇଥିବା ଜଣାପଡ଼ିଛି।