Odia News Portal

୨୪ ଘଣ୍ଟାରେ ୮,୨୧୬ କରୋନା ସଂକ୍ରମିତ

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୮,୨୧୬ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧,୨୭୧ ଜଣ ଅଛନ୍ତି।

ଅନୁଗୋଳରୁ ୩୯୪ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ, ବାଲେଶ୍ୱରରୁ ୩୦୨, ବରଗଡରୁ ୩୭୫, ଭଦ୍ରକରୁ ୬୩, ବଲାଙ୍ଗୀରରୁ ୩୦୫, ବୌଦ୍ଧରୁ ୯୮, କଟକରୁ ୪୪୭, ଦେବଗଡରୁ ୯୮, ଢେଙ୍କାନାଳରୁ ୪୭, ଗଜପତିରୁ ୧୨୧, ଗଞ୍ଜାମରୁ ୬୯, ଜଗତସିଂପୁରରୁ ୧୦୬, ଯାଜପୁରରୁ ୩୪୭, ଝାରସୁଗୁଡାରୁ ୩୧୬, କଳାହାଣ୍ଡିରୁ ୨୩୮, କନ୍ଧମାଳରୁ ୭୭, କେନ୍ଦ୍ରାପଡାରୁ ୮୭, କେନ୍ଦୁଝରରୁ ୧୨୯, ଖୋର୍ଧାରୁ ୧୨୭୧, କୋରାପୁଟରୁ ୧୩୩, ମାଲକାନଗିରିରୁ ୩୨, ମୟୂରଭ଼ଞ୍ଜରୁ ୧୯୦, ନବରଙ୍ଗପୁରରୁ ୩୧୯, ନୟାଗଡରୁ ୨୫୦, ନୂଆପଡାରୁ ୨୬୧, ପୁରୀରୁ ୪୦୨, ରାୟଗଡାରୁ ୨୩୨, ସମ୍ବଲପୁରରୁ ୩୮୫, ସୋନପୁରରୁ ୨୪୮, ସୁନ୍ଦରଗଡରୁ ୬୩୬ ଜଣ ଆକ୍ରାନ୍ତ ରହିଛନ୍ତି ।