Odia News Portal

ତାଳଦଣ୍ଡା କେନାଲକୁ ଖସିଲା କାର, ଜଣଙ୍କର ମୃତ୍ୟୁ

ଭାରସାମ୍ୟ ହରାଇ କଟକ ତାଳଦଣ୍ଡା କେନାଲକୁ ଖସିଲା କାର। ମାତୃଭବନ ସମୁଖରେ ଭାରସାମ୍ୟ ହରାଇ କେନାଲକୁ ଖସିଯାଇଥିବା ସୂଚନା ରହିଛି । ସ୍ଥାନୀୟ ଲୋକଙ୍କ ଦ୍ଵାରା ଉଦ୍ଧାର କାଯ୍ୟ ଜାରି ରହିଥିବାବେଳେ କାରରେ ୨ ଜଣ ଥିବା ବେଳେ ୨ ଜଣଙ୍କୁ ଉଦ୍ଧାର କରାଯାଇଛି। ଉଦ୍ଧାର ପରେ କଟକ ବଡ଼ ମେଡ଼ିକାଲକୁ ପଠାଯାଇଥିବାବେଳେ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଯାଇଛି ।