ବାରଙ୍ଗ ଥାନା ଏଏସ୍ଆଇଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାଁ ଅଶୋକ ପ୍ରଧାନ। ନନ୍ଦନକାନନର ପଦାସାହି ଘରୁ ତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଛାନ୍ଭିନ୍ କରୁଥିବା ବେଳେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି।
Recover your password.
A password will be e-mailed to you.