Odia News Portal

ଏଏସ୍‌ଓ ଶୁଣାଣି ଶେଷ.ରାୟ ସଂରକ୍ଷିତ

ଏଏସ୍‌ଓ ଚୟନ ପ୍ରକ୍ରିୟା ବିବାଦ ମାମଲାରେ ଶୁଣାଣି ଶେଷ । ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଲେ ହାଇକୋର୍ଟ । ଓପିଏସ୍‌ସି ଦ୍ୱାରା ପ୍ରକାଶିତ ମେରିଟ ଲିଷ୍ଟକୁ ଖାରଜ କରିଥିଲେ ହାଇକୋର୍ଟ । ସାନି ମେରିଟ ଲିଷ୍ଟ ପ୍ରକାଶ କରିବାକୁ ନିର୍ଦ୍ଦେଶ ଦେଇଥିଲେ କୋର୍ଟ । ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରିଥିଲେ କୃତକାର୍ଯ୍ୟ ପରୀକ୍ଷାର୍ଥୀ । ଚ୍ୟାଲେଞ୍ଜ କରି ଦୁଇଟି ମାମଲା କରିଥିଲେ କୃତକାର୍ଯ୍ୟ ପରୀକ୍ଷାର୍ଥୀ । ନିଷ୍ପତ୍ତିର ପୁନବିର୍ଚାର ଓ ପକ୍ଷ ନଥିବାରୁ ରିଟକ ପିଟିସନ କରିଥିଲେ ।