Odia News Portal

ଅଗଷ୍ଟ ୧ରୁ ଖୋଲିବ ଭିତରକନିକା

ଅଗଷ୍ଟ ୧  ତାରିଖରେ ଖୋଲିବ ଜାତୀୟ ଉଦ୍ୟାନ ଭିତରକନିକା । ଗତ ୩  ମାସ ଧରି ବନ୍ଦ ରହିଥିଲା ଭିତରକନିକା ।ଗତ ମେ ୧ ତାରିଖରୁ କୁମ୍ଭୀର ପ୍ରଜନନ ଋତୁ ପାଇଁ ବନ୍ଦ ରହିଥିଲା ଭିତରକନିକା । କିନ୍ତୁ ଏବେ ଭିତରକନିକା ଖୋଲିବା ପାଇଁ ନିଷ୍ପତ୍ତି ହୋଇଛି । ଆସନ୍ତା ଅଗଷ୍ଟ ୧ ତାରିଖରେ ଭିତରକନିକା ଖୋଲିବ ନେଇ ସୂଚନା ଦେଲେ ରାଜନଗର ବନ ଖଣ୍ଡ ଅଧିକାରୀ ।