Odia News Portal

୧୦୮ ଆମ୍ବୁଲାନ୍‌ସ ଦୁର୍ଘଟଣାଗ୍ରସ୍ତ

ବାଲେଶ୍ୱର : ୧୦୮ ଆମ୍ବୁଲାନ୍‌ସ ଦୁର୍ଘଟଣାଗ୍ରସ୍ତ। ଦୁର୍ଘଟଣାରେ ଡ୍ରାଇଭର ସମେତ ୩ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ବାଲେଶ୍ୱର ମେଡିକାଲରେ ଭର୍ତ୍ତି କରାଯାଇଛି।

ବାଲେଶ୍ୱରରୁ ରୋଗୀ ଛାଡି ଭୋଗରାଇ ଫେରୁଥିବାବେଳେ ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହୋଇଯାଇଥିଲା।