Odia News Portal

ସାରା ରାଜ୍ୟରେ ଘନ କୁହୁଡି : ଯାତାୟତ ବାଧାପ୍ରାପ୍ତ

ଭୁବନେଶ୍ୱର : ଆଜି ସାରା ରାଜ୍ୟରେ ଘନ କୁହୁଡି ଦେଖିବାକୁ ମିଳିଛି । ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ କୁହୁଡି ଅନୁଭୂତ ହୋଇଛି । ପ୍ରବଳ କୁହୁଡି ଯୋଗୁ ସକାଳୁ ରାସ୍ତା ଦେଖାଯାଉନଥିଲା ।

ଫଳରେ ଲୋକେ ଯିବା ଆସିବାରେ ଅନେକ ଅସୁବିଧା ଭୋଗିଥିଲେ । ବିଶେଷକରି ପିଲାମାନେ ସକାଳୁ ସକାଳୁ ସ୍କୁଲ ଯିବା ପାଇଁ ହଇରାଣ ହୋଇଥିଲେ। ପ୍ରାୟ ଶହେ ମିଟିମିଟର ପର୍ଯ୍ୟନ୍ତ ଭିଜିବିଲିଟି ଶୂନ ରହିଥିଲା।